ଓଡ଼ିଶା ହାଇକୋର୍ଟ ବିଚାରପତି ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ ବଦଳି

ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ବଦଳି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଛନ୍ତି।

ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କୁ କୋଲକାତା ହାଇକୋର୍ଟକୁ ବଦଳି କରାଯାଇଛି। ସେହିପରି ତ୍ରିପୁରା ହାଇକୋର୍ଟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes