ଓଡିଶା ବହୁମୁଖୀ ମହିଳା ସ୍ୱାସ୍ଥ୍ୟକର୍ମୀ ସଂଘର ଦ୍ବିବାର୍ଷିକ ସମ୍ମିଳନୀ

ଓଡିଶା ବହୁମୁଖୀ ମହିଳା ସ୍ୱାସ୍ଥ୍ୟକର୍ମୀ ସଂଘ -ଏଏନଏମ ର ଦ୍ବିବାର୍ଷିକ ସମ୍ମିଳନୀ ଜୟଦେବ ଭବନରେ ରାଜ୍ୟ ସ୍ୱାସ୍ଥ୍ୟକର୍ମୀ ମହାସଂଘର ଉପଦେଷ୍ଟା ସଂଜିତ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l
କାର୍ଯ୍ୟକ୍ରମରେ ମନ୍ତ୍ରୀ ନବ କିଶୋର ଦାସ, ମନ୍ତ୍ରୀ ଜଗନ୍ନାଥ ସରକା ଉପସ୍ଥିତ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version