ଓଡିଶା ବିକଳାଙ୍ଗ ମଞ୍ଚର କର୍ମଶାଳା ଓ ଦାବିପତ୍ର ପ୍ରଦାନ

ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ କଲ୍ୟାଣମଣ୍ଡପରେ ଓଡିଶା ବିକଳାଙ୍ଗ ମଞ୍ଚ ପକ୍ଷରୁ ଏକଦିବସୀୟ ପ୍ରଶିକ୍ଷଣ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି ।

ମଞ୍ଚର ଜିଲ୍ଲା ସମ୍ପାଦକ ମନୋରଞ୍ଜନ ତ୍ରିପାଠୀଙ୍କ ପୌରହିତ୍ୟରେ ଓ ବ୍ଲକ ସଭାପତି ଭାସ୍କର ଚନ୍ଦ୍ର ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ ପ୍ରଶିକ୍ଷଣ ଶିବିରରେ ୧୫୦ ନିଯୁକ୍ତି  ଆଶାୟୀ ଯୋଗ ଦେଇଥିଲେ ।ଏହି ଅବସରରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଭିନ୍ନକ୍ଷମମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କୀୟ ଦାବିପତ୍ର ବିଡିଓ ଦେବଦତ୍ତ ଦାଶଙ୍କୁ ପ୍ରଦାନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes