ଓଡିଶା ରାଜ୍ୟ ସ୍କାଉଟ୍ସ ଓ ଗାଇଡ଼ସ ପୁରସ୍କାର ଉତ୍ସବ

ଭୁବନେଶ୍ୱରରେ ରାଜ୍ୟ ସ୍କାଉଟ୍ସ ଓ ଗାଇଡ଼ସ ପୁରସ୍କାର ଉତ୍ସବ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ରାଜ୍ୟ ମୁଖ୍ୟ କମିଶନର କାଳୀପ୍ରସାଦ ମିଶ୍ର, ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ପ୍ରମୁଖ ଯୋଗ ଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes