ଓଡିଶା ସାଂସ୍କୃତିକ ସମାଜର ସୁବର୍ଣ୍ଣ ଜୟନ୍ତୀ ପାଳନ

ସମ୍ବଲପୁର ପ୍ରେକ୍ଷାଳୟ ଠାରେ ଆଜି ଓଡିଶା ସାଂସ୍କୃତିକ ସମାଜର ସୁବର୍ଣ୍ଣ ଜୟନ୍ତୀ ପାଳନ ହୋଇଯାଇଛି ।

ଏଥିରେ ରାଜ୍ୟପାଳ ପ୍ରପେସର ଗଣେଷୀ ଲାଲ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଛନ୍ତି । ଏହି କାଯ୍ୟକ୍ରମରେ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes