ଓଡ଼ିଆ ଝିଅ ନିତ୍ୟାଙ୍କର ନୃତ୍ୟରେ ଝୁମିଲେ ଦିଲ୍ଲୀବାସୀ

ନିକଟରେ ଯୁବ ଏବଂ ଉଦୀୟମାନ ନୃତ୍ୟାଙ୍ଗନା ନିତ୍ୟା ଖଣ୍ଡେଲୱାଲଙ୍କର ମନଲୋଭା ଭାରତନାଟ୍ୟମ ନୃତ୍ୟ ପ୍ରଦର୍ଶନରେ ଦିଲ୍ଲୀର ଦର୍ଶକମାନେ ମବମୁଗ୍ଧ ହେବା ସହିତ ତାଙ୍କର ଘୁଙ୍ଗୁରର ତାଳେ ତାଳେ ହଜ୍ଜି-ମଜ୍ଜି ଝୁମିବାରେ ଲାଗିଥିବାର ଲକ୍ଷ୍ୟ କରାଯାଇଥିଲା ।

ଡେନମାର୍କ ଠାରେ ଅବସ୍ଥାପିତ ଓଡ଼ିଆ ଝିଅ ନିତ୍ୟା ଜାତୀୟ ରାଜଧାନୀର ତ୍ରିବେଣୀ କଳା ସଙ୍ଗମଠାରେ ତାଙ୍କର ମଞ୍ଚ ପ୍ରବେଶ ନୃତ୍ୟ କାର୍ଯ୍ୟକ୍ରମ ‘ଅରଂଗେତ୍ରମ’ ପରିବେଷଣ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version