ଓୟୁଏଟିର ଭାରପ୍ରାପ୍ତ କୁଳପତି ଦାୟିତ୍ୱରେ ସଂଜୀବ ଚୋପ୍ରା

ଓଡିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ -ଓୟୁଏଟିର କୁଳପତି ପ୍ରଫେସର ପୱନ କୁମାର ଅଗ୍ରୱାଲଙ୍କ କାର୍ଯ୍ୟକାଳ ଶୁକ୍ରବାର ଶେଷ ହୋଇଥିବାରୁ ନୂଆ କୁଳପତି ନିଯୁକ୍ତ ହେବା ପର୍ଯ୍ୟନ୍ତ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଂଜୀବ ଚୋପ୍ରା ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ୱରେ ରହିବେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes