କଂଗ୍ରେସରେ ଯୋଗଦେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

ଦିଲ୍ଲୀ ଏଆଇସିସି କାର୍ଯ୍ୟାଳୟରେ ପ୍ରଭାରୀ ଚେଲ୍ଲା କୁମାର ଓ ଓପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି ବିଜୟ ପଟ୍ଟନାୟକ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes