କଂଗ୍ରେସ ପକ୍ଷରୁ ଭାଘଗୁଡା ଛକଠାରେ ଦରଦାମ ବୃଦ୍ଧିର ପ୍ରତିବାଦ

ଆଜି ବୌଦ୍ଧ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପେଟ୍ରୋଲ, ଡିଜେଲ, ଇନ୍ଧନ ଗ୍ୟାସ ଏବଂ ନିତ୍ୟ ବ୍ୟବହାର ସାମଗ୍ରୀର ଅହେତୁକ ମୂଲ୍ୟ ବୃଦ୍ଧି, ବେକାରୀ ସମସ୍ୟା, ଅଗ୍ନିପାଥ ଯୋଜନା ଏବଂ ମୁଢ଼ି, ଗୁଡ଼, ଖଇ ପ୍ରଭୃତି ଉପରେ ଜିଏସଟି ଲାଗୁ ବିରୁଦ୍ଧରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ଆଜି କଂଗ୍ରେସ ଦଳ ତରଫରୁ ବିରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।

ବିରୋଧ ପ୍ରଦର୍ଶନ ସମୟରେ କଂଗ୍ରେସ ନେତା ଓ କର୍ମୀ ମାନକଙ୍କ ମଧ୍ୟରୁ ୧୦୦ରୁ ଉର୍ଦ୍ଧଙ୍କୁ ପୁଲିସ ଅଟକ ରଖିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes