କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍

ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ପିସିସି ସଭାପତି କାରଣ ଦର୍ଶାଅ ନୋଟିସ୍ ଜାରି କରିବା ସହ ୨ ସପ୍ତାହ ଭିତରେ ଜବାବ ଦେବାକୁ ବିଧାୟକ ମୋକିମଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି କଂଗ୍ରେସ ମିଡିଆ ସେଲ୍ ମୁଖ୍ୟ ସତ୍ୟ ନାୟକ ସୂଚନା ଦେଇଛନ୍ତି।

ସୂଚନାନୁସାରେ, ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଥିଲେ ମୋକିମ୍।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes