ବଲାଙ୍ଗିର ଜିଲ୍ଲା କଂଟାବାଞ୍ଜି ପ୍ରେସ କ୍ଲବର ଦ୍ୱିତୀୟ ବାର୍ଷିକ ଉତ୍ସବ ସ୍ଥାନୀୟ ବନମାଳି ପ୍ୟାଲେସରେ ଆଜି ପାଳିତ ହୋଇଯାଇଛି।
ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବୟନ ଶିଳ୍ପ ମନ୍ତ୍ରୀ ରିତା ସାହୁ,ବିଧାୟକ ସନ୍ତୋଷ ସିଂ ସାଲୁଜା ଓ ଅନ୍ଯାନ୍ଯ ଅତିଥିଗଣ ଉପସ୍ଥିତ ଥିବା ଦେଖିବାକୁ ମିଳିଛି।
Credible Local News of Odisha