କକାକୁ ପିଟି ହତ୍ୟା କଲା ପୁତୁରା

ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡା ଥାନା ଶିଆଳିକୁଦ ନିକଟ ବଡ଼ପୁରୁଣାପାଲି ଗାଁରେ ଏହି ହତ୍ୟାକାଣ୍ଡ ଘଟଣା ଘଟିଛି।

ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ଥିବାବେଳେ ପୁତୁରାକୁ ଅଟକ ରଖି ପୁଲିସ ତଦନ୍ତ କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes