କଟକରେ ବିନା ଲାଇସେନ୍ସରେ ବାଣ ଦୋକାନ ଖୋଲି ହେବନି: ଡିସିପି

ଏ ନେଇ କଟକ ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି।

କଟକରେ ବାଣ ଦୋକାନ ଖୋଲିବାକୁ ଆବେଦନ କରିବାକୁ ପଡ଼ିବ। ଅନୁମତି ଦିଆଯାଇଥିବା ଦୋକାନ ହିଁ ବାଣ ବିକ୍ରି କରି ପାରିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes