କଟକରେ ୧୩.୪ ଡ଼ିଗ୍ରୀ ରାତ୍ରି ତାପମାତ୍ରା ରେକର୍ଡ December 24, 2022 by Rameswar mahakur କଟକରେ ୧୩.୪ ଡ଼ିଗ୍ରୀ ରାତ୍ରି ତାପମାତ୍ରା ରେକର୍ଡ ହୋଇଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।