କଟକ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ ରୁଷୀୟ ଦମ୍ପତି

ରାୟଗଡ଼ାରେ ୨ ରୁଷୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାରେ ସାଙ୍ଗ ହୋଇ ବୁଲି ଆସିଥିବା ଅନ୍ୟ ୨ ରୁଷୀୟ ଦମ୍ପତିଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ତାଙ୍କ ସହ ଟୁର ଗାଇଡ୍ ଜିତେନ୍ଦ୍ର ସିଂଙ୍କୁ ମଧ୍ୟ କଟକ ସ୍ଥିତ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କୁ ସେଠାରେ ପଚରାଉଚରା କରାଯାଉଛି। କାଲି ରାତିରେ ୩ ଜଣଙ୍କୁ ରାୟଗଡ଼ାରୁ ଭୁବନେଶ୍ୱର ଅଣାଯାଇଥିଲା। ଭୁବନେଶ୍ୱରର କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟରେ ପଚରାଉଚରା ହୋଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes