କଣ୍ଟାମାଳରେ ପ୍ରଥମ ସମିତି ବୈଠକ ଅନୁଷ୍ଠିତ

ବୌଦ୍ଧ ଜିଲ୍ଲା କଣ୍ଟାମାଳ ପଞ୍ଚାୟତ ସମିତି ସଭାଗୃହ ଠାରେ ଆଜି ପ୍ରଥମ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ସ୍ଥାନୀୟ ବିଧାୟକ ମହୀଧର ରଣା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅଞ୍ଚଳ ଉନ୍ନୟନ କାର୍ଯ୍ୟ ଓ ବିଭିନ୍ନ ଗ୍ରାମର ପାନୀୟ ଜଳ ଉପରେ ଆଲୋଚନା କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes