କନଷ୍ଟେବଲ୍‌ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଦଶପୁର ଫାଣ୍ଡି କନଷ୍ଟେବଲ ଦେବରାଜ ନାଏକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ତାଙ୍କ ସରକାରୀ କ୍ୱାର୍ଟର୍ସରୁ ଉଦ୍ଧାର ହୋଇଛି।

ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ଘଟଣାସ୍ଥଳରେ ଧର୍ମଗଡ଼ ଡିଏସପି ଓ ଗୋଲାମୁଣ୍ଡା ଆଇଆଇସି ପହଞ୍ଚିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes