କନ୍ଧପାଳ ଗୁଳିକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗିରଫ

ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ କନ୍ଧପାଳ ଠାରେ ତିନି ଦିନ ତଳେ ଗୁଳି କରି ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ନୃପତି ନାୟକ ସମେତ ଦୁଇଜଣଙ୍କୁ ଗିରଫ କରାଯାଇଥିବା ଆଜି ପୁଲିସ କହିଛି l

ପୂର୍ବରୁ ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଥିଲା l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes