ଫୁଲବାଣୀରେ ପ୍ରସବ ପରେ ନବଜାତ ସହ ୭ମ ଶ୍ରେଣୀ ଛାତ୍ରୀ ମୃତ୍ୟୁ ମାମଲାରେ ବିଜେପି କର୍ମୀମାନେ ଜିଲ୍ଲାପାଳ ଅଫିସ ଧସେଇ ପଶିବାକୁ ଉଦ୍ୟମ କରୁଥିବା ବେଳେ ପୁଲିସ ସହ ଧସ୍ତାଧସ୍ତି ହୋଇଛନ୍ତି।
ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବିଳମ୍ବ ପ୍ରତିବାଦରେ ଆଜି ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ଘେରାଉ କରାଯାଇଥିଲା।
–