କନ୍ଧମାଳ ଜିଲ୍ଲାର ୩ଟି ସ୍ଥାନର ତାପମାତ୍ରା ୧୧ ଡିଗ୍ରୀ ତଳେ

କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ୮ ଡିଗ୍ରୀ, ଫୁଲବାଣୀରେ ୧୦ ଡିଗ୍ରୀ ଓ ଦାରିଙ୍ଗବାଡିରେ ୧୦.୫ ଡିଗ୍ରୀ ରାତି ତାପମାତ୍ରା ରେକର୍ଡ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes