କନ୍ୟାଯାତ୍ରୀଙ୍କ ଉପରେ ମାଡ଼ିଗଲା ସ୍କର୍ପିଓ; ୩ ମୃତ ଓ ୧୨ ଆହତ

ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା ମାଣ୍ଡିଆପଲ୍ଲୀ ଗାଁରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

ଦୁର୍ଘଟଣା ପରେ ସ୍କର୍ପିଓ ଫେରାର ଥିବାବେଳେ ସମସ୍ତ ଆହତଙ୍କୁ ଏମକେସିଜିରେ ଭର୍ତ୍ତି କରାଯାଇଛି। ସମସ୍ତ ମୃତାହତ ଲାଞ୍ଜିପଲ୍ଲୀ କେଶବନଗର ଅଞ୍ଚଳର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes