ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଲକର କନିଷ୍ଠ ଯନ୍ତ୍ରୀ ସୁରେଶ ଚନ୍ଦ୍ର ସାହୁଙ୍କ ମୃତ ଦେହ ଉଦ୍ଧାର ହୋଇଛି।
କନିଷ୍ଠ ଯନ୍ତ୍ରୀଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରିଥିବା ସନ୍ଦେହ କରିଛନ୍ତି ପରିବାର ଲୋକେ। ପୁଲିସ ଘଟଣାର ତଦନ୍ତ କରୁଛି।
Credible Local News of Odisha