କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କ ଶ୍ରାଦ୍ଧୋତ୍ସଵ

ସଂସ୍କୃତି ବିଭାଗ ପକ୍ଷରୁ ଅନୁଶାସନ ସଚିବ ଲଷ୍ମୀଧର ବେହେରାଙ୍କ ସଂଯୋଜନାରେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ପରିସରରେ କବିଚନ୍ଦ୍ରଙ୍କ ପ୍ରତିମୂର୍ତ୍ତିସ୍ଥଳୀରେ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କ ୪୪ତମ ଶ୍ରାଦ୍ଧୋତ୍ସଵ ପାଳିତ ହୋଇଯାଇଛି l

ଏଥିରେ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ଯୋଗଦେଇ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ଦୀପଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes