କମଗାଁ ଗ୍ରାମରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

ଆଜି ବରଗଡ଼ ଜିଲ୍ଲା ଭଟଲି ବ୍ଳକ ଅନ୍ତର୍ଗତ କମଗାଁ କଲେଜ୍ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହେଉଛି।

ଏ ପର୍ଯ୍ୟନ୍ତ ୧୦୦ ଜଣଙ୍କ ଚକ୍ଷୁ ଚିକିତ୍ସା କରାଯାଇଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes