କମଳପୁରରେ ସ୍ନାନ ଯାତ୍ରା ଅନୁଷ୍ଠିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଉଫୁଲା ପଞ୍ଚାୟତ ଅନ୍ତର୍ଗତ କମଳପୁର ସ୍ଥିତି ଜଗନ୍ନାଥ ମନ୍ଦିର ପରିସରରେ ଆଜି ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ଆଧ୍ୟାତ୍ମିକ ପରିବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର, ଦେବୀ ସୁଭଦ୍ରାଙ୍କର ସ୍ନାନ ଯାତ୍ରା ଅନୁଷ୍ଠିତ ହୋଇଥିଲା।

ଏଥିରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଉପସ୍ଥିତ ରହି ଦର୍ଶନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes