କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା

ପେଟ ରୋଗରେ ପୀଡ଼ିତ ହୋଇ ଜଣେ ମହିଳା ମେଡିକାଲ ଆସିଥିବା ବେଳେ ତାଙ୍କ ମୃତ୍ୟୁ ଘଟିଛି।

ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବା ରୋଗୀ ସମ୍ପର୍କୀୟ ଅଭିଯୋଗ କରିଛନ୍ତି। ଏ ନେଇ ରୋଗୀଙ୍କ ସମ୍ପର୍କୀୟ ଓ ମେଡିକାଲ କର୍ମଚାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes