କରଞ୍ଜିଆ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍‌

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି।

କରଞ୍ଜିଆ ସରକାରୀ ଘର ଓ ଭଦ୍ରକ ପୈତୃକ ଘରେ ରେଡ୍‌ ଚାଲିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes