କରୋନା ଟେଷ୍ଟ ବଢ଼ାଇବାକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ବିଭିନ୍ନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପରିପ୍ରେକ୍ଷୀରେ ରାଜ୍ୟର ସମସ୍ତ ଜିଲ୍ଲାରେ କରୋନା ଟେଷ୍ଟ ବଢ଼ାଇବାକୁ ସିଡିଏମଓ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଆଜି ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ କହିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes