କଲଣଠାରେ ଓଡିଶା ଆଦର୍ଶ ବିଦ୍ୟାଳୟର ଶିଳାନ୍ୟାସ

ଯାଜପୁର ଜିଲ୍ଲା ରସୁଲପୁର ବ୍ଲକର କଲଣଠାରେ ଓଡିଶା ଆଦର୍ଶ ବିଦ୍ୟାଳୟ ନିର୍ମାଣ ନିମନ୍ତେ ଆଜି ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।

ଏହି ଊତ୍ସବରେ ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଏବଂ କୋରେଇ ବିଧାୟକ ଅଶୋକ କୁମାର ବଳ ଯୋଗଦେଇ ବିଦ୍ୟାଳୟ ଗୃହ ନିର୍ମାଣ ନିମନ୍ତେ ଭିତି ପ୍ରସ୍ତର ସ୍ଥାପନ କରିଥିଲେ । ଏଠାରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନ ନିରୂପଣ ପାଇଁ ସମସ୍ୟା ସୃଷ୍ଟି ହୋଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes