ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଦୁଦୁରକୋଟର ଗାଁ ଜଙ୍ଗଲରୁ ମୃତଦେହ ଠାବ ହୋଇଛି।
ଦୁଇଦିନ ତଳେ ବାଘର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ବାଘ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।
Credible Local News of Odisha