କଲେଜରୁ ୯୭ଲକ୍ଷ ଟଙ୍କା ହଡପ ଘଟଣାରେ ଅଭିଯୁକ୍ତ ପ୍ରେମିକ ଗିରଫ

ଭୁବନେଶ୍ୱର ଘରୋଇ ଇଞ୍ଜିନିୟର କଲେଜରୁ ୯୭ଲକ୍ଷ ଟଙ୍କା ହଡପ ଘଟଣାରେ ଅଭିଯୁକ୍ତ ପ୍ରେମିକ ବିକାଶ କୁମାରକୁ ଝାଡଖଣ୍ଡରୁ ଗିରଫ କରିଛି ତମାଣ୍ଡୋ ଥାନା ପୁଲିସ।

ଆଜି ତାକୁ କୋର୍ଟ ଚାଲାଣ କରାଯିବ। ପୂର୍ବରୁ ବିକାଶଙ୍କ ପ୍ରେମିକା ପାୟଲ ମହାପାତ୍ର ଗିରଫ ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes