କଲେଜ ହଷ୍ଟେଲରେ ଯୁକ୍ତ ଦୁଇ ଛାତ୍ରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର ଇନ୍ଫୋ ଭ୍ୟାଲି ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତ ଦେହ ଆଜି ସକାଳେ ଉଦ୍ଧାର କରାଯାଇଛି l ସେ ଆତ୍ମହତ୍ୟା କରିଥିବା କୁହାଯାଇଛି l
ପୁଲିସ ଓ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes