କଲ୍ୟାଣସିଂହପୁର ଡେପୁଟି ରେଞ୍ଜରଙ୍କ ମୃତଦେହ ଉଦ୍ଧାର

ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ଡେପୁଟି ରେଞ୍ଜର ବ୍ରଜମୋହନ ଭୋଇଙ୍କ ମୃତଦେହ ଆଜି ତାଙ୍କ ସରକାରୀ କ୍ଵାର୍ଟର ପରିସରରୁ ସନ୍ଦେହଜନକ ଅବସ୍ଥାରେ ଉଦ୍ଧାର କରାଯାଇଛି l

ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes