କଳମଛୁଇଁ ଡାକ୍ତରଖାନା ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ

ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକ କଳମଛୁଇଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ଆଜି ବିଶ୍ୱ ଜନସଂଖ୍ୟା ଦିବସ ପାଳିତ ହୋଇଯାଇଛି ।

ଡାକ୍ତର ଭାଗ୍ୟଲକ୍ଷ୍ମୀ ଷଡଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟକେନ୍ଦ୍ର କର୍ମଚାରୀମାନେ ସାମିଲ ହୋଇଥିଲେ । ଏହି ଅବସରରେ ଡା. ଷଡଙ୍ଗୀ ବିଶ୍ୱ ଜନସଂଖ୍ୟା ଦିବସ ପାଳନର ତାତ୍ପର୍ଯ୍ୟ ସମ୍ପର୍କରେ ଆଲୋଚନା କରିବାସହ ସରକାରୀ ସ୍ତରରେ ଜନ ନିୟନ୍ତ୍ରଣ ନିମନ୍ତେ ବିଭିନ୍ନ ଉପାୟ ଓ ସୁବିଧା ଉପରେ ସୂଚନା ପ୍ରଦାନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes