କଳାପଥର କଲେଜରେ ରେଡକ୍ରସ ସଚେତନତା କାର୍ଯ୍ୟକ୍ରମ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ କଳାପଥର ସ୍ଥିତ ସତ୍ୟବାଦୀ ଜୁନିଅର କଲେଜ ଠାରେ ଯୁବ ରେଡକ୍ରସ୍ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଂଯୋଜକ ତଥା ସୋନପୁର କଲେଜର ପ୍ରାଣୀ ବିଜ୍ଞନ ଅଧ୍ୟାପକ ଉମାକାନ୍ତ ନାଗ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରେଡକ୍ରସର ଉତ୍ପତ୍ତି, ଇତିହାସ, ଲକ୍ଷ୍ୟ ଓ କାର୍ଯ୍ୟପନ୍ଥା ବିଷୟରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes