କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରଥଯାତ୍ରା ପ୍ରସ୍ତୁତି ବୈଠକ

କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଜି ରଥଯାତ୍ରା ପାଳନ ନେଇ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ଶ୍ରୀଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।

ଏଥିରେ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ। ଚଳିତ ବର୍ଷ କିପରି ଶାନ୍ତି ଶୃଙ୍ଖଳା ସହିତ ମହାପ୍ରଭୁଙ୍କ ଯାତ୍ରା ହେବ ସେନେଇ ଆଲୋଚନା ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version