କାଦୋଦର ପଞ୍ଚାୟତରେ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ କାଦୋଦର ଗ୍ରାମ ପଞ୍ଚାୟତ ସଭା ଗୃହରେ ଆଜି ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ସରପଞ୍ଚ ପ୍ରିୟଙ୍କା ପ୍ରିୟଦର୍ଶିନୀ ପାଢୀଙ୍କ ଅଧ୍ୟକ୍ଷତାରେ ଅଙ୍ଗନବାଡି କର୍ମୀ, ଜନସାଧାରଣ ଆଦି ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes