କାନପୁର ଠାରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଉଫୁଲା ପଞ୍ଚାୟତ ଅନ୍ତର୍ଗତ କାନପୁର ଠାରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଆରମ୍ଭ ହୋଇଛି । ସକାଳୁ ଭବ୍ୟ ଶୋଭାଯାତ୍ରା ସହକାରେ ଯଜ୍ଞ ପାଇଁ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା । ଯଜ୍ଞ କାର୍ଯ୍ୟକ୍ରମରେ ଶୈଳରଞ୍ଜନ ବାଦୀ କର୍ତ୍ତା ଏବଂ ସନ୍ତୋଷ ଦାସ ପୂଜକ ରହିଥିଲେ । ଚାରି ଗୋଟି ସଙ୍କୀର୍ତ୍ତନ ମଣ୍ଡଳୀ ଏଥିରେ ଅଂଶଗ୍ରହଣ କରିଥିବାବେଳେ ଆସନ୍ତାକାଲି ଏହା ଉଦଯାପିତ ହେବାର କାର୍ଯ୍ୟକ୍ରମ ରହିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes