ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସୁବଳୟା ପଞ୍ଚାୟତ ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ ବହୁଦିନ ହେବ ଜଳ ଯୋଗାଣ ପ୍ରକଳ୍ପ ଅଚଳ ହୋଇଥିବାରୁ ସ୍ଥାନୀୟ ଗ୍ରାମବାସୀ ପିଇବା ପାଣି ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା କହିଛନ୍ତି।
Credible Local News of Odisha