କାଲିଠୁ ମାଟ୍ରିକ ପରୀକ୍ଷା; ପ୍ରଥମ ଦିନ ଘଣ୍ଟାଏ ଆଗରୁ ପହଞ୍ଚିବେ ଛାତ୍ରଛାତ୍ରୀ

ସକାଳ ୮ଟାରୁ ପରୀକ୍ଷା ହେବ, ପୁଲିସ ଏସ୍କର୍ଟରେ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

ଯେଉଁଦିନ ଯେଉଁ ପରୀକ୍ଷା ସେହିଦିନ ସେହି ପ୍ରଶ୍ନପତ୍ର ସକାଳୁ ଯିବ। ସକାଳ ୬ରୁ ୭ଟା ଭିତରେ ହିଁ ପ୍ରଶ୍ନପତ୍ର ସେଣ୍ଟରରେ ପହଞ୍ଚିବ। ପ୍ରଶ୍ନପତ୍ର ଲିକ୍‌ ରୋକିବା ପାଇଁ ପଦକ୍ଷେପ ନିଆଯାଇଛି। ୩,୨୧୮ କେନ୍ଦ୍ରରେ ୫ ଲକ୍ଷ ୪୧ ହଜାର ଶିକ୍ଷାର୍ଥୀ ପରୀକ୍ଷା ଦେବେ ବୋଲି ବୋର୍ଡ କହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes