କାଲିଠୁ ଶିମିଳିପାଳ କୁଲଡିହା ଅଭୟାରଣ୍ୟରେ ଜୋରଦାର କମ୍ବିଂ

ଶିକାରୀ ଗୁଳିରେ ବନ କର୍ମଚାରୀ ଆହତ ପରେ ଟାଇଗର ପ୍ରୋଟେକ୍ସନ ଫୋର୍ସ ଓ ଏକ୍ସ ଆର୍ମି ଟିମ୍‌ ମିଳିତ କମ୍ବିଂ କରିବେ।

ଏ ନେଇ ସୂଚନା ଦେଲେ ବନ୍ୟପ୍ରାଣୀ ପିସିସିଏଫ୍‌ ସୁଶାନ୍ତ ନନ୍ଦ। ବନ୍ଧୁକ ରଖିଥିବା ଶିକାରୀଙ୍କୁ ବନ୍ଧୁକ ସରେଣ୍ଡର କରିବାକୁ ଚେତାବନୀ ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes