କାଲି ଅପରାହ୍ନ ୪ଟା ୩୦ରେ କୋଭିଡ୍ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମୀକ୍ଷାରେ ସ୍ୱାସ୍ଥ୍ୟ ମନ୍ତ୍ରୀ, ସଚିବଙ୍କ ସହ ପ୍ରମୁଖ ଅଧିକାରୀ, ମେଡିକାଲ୍ କଲେଜ କର୍ତ୍ତୃପକ୍ଷ ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସାମିଲ ହେବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes