କାଲି ସକାଳେ ଯାଏଁ ଯାଜପୁର ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା

ଆଜି ରାତି ଓ କାଲି ସକାଳେ ଯାଜପୁର ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ଥିବାରୁ ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି।

କୁହୁଡ଼ିଜନିତ ଦୁର୍ଘଟଣା ଏଡ଼ାଇବାକୁ ପୁଲିସ ପଦକ୍ଷେପ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes