କାଳବୈଶାଖୀ ପ୍ରଭାବରେ ବିଦ୍ୟୁତ ସେବା ବିଛିନ୍ନ

କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ରସପଡା ଗ୍ରାମରେ କାଳବୈଶାଖୀରେ ବିଦ୍ୟୁତ ସମ୍ପୂର୍ଣ୍ଣ ବିଛିନ୍ନ ହୋଇଛି l

ତେବେ ଗ୍ରାମବାସୀ ସପ୍ତାହେ ହେବ ଅନ୍ଧାରରେ ଜୀବନ ବିତାଉଥିବା କହିଛନ୍ତି। ଏ ବାବଦରେ ବାରମ୍ବାର ବିଦ୍ୟୁତ ବିଭାଗକୁ ଅଭିଯୋଗ କରିଥିଲେ ମଧ୍ୟ ବିଦ୍ୟୁତ ବିଭାଗ ଏଥିପ୍ରତି ଦୃଷ୍ଟି ଦେଇ ନଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version