କିଆକଟା ଜଙ୍ଗଲରୁ ଦନ୍ତାହାତୀର ମୃତଦେହ ଠାବ

ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ବନଖଣ୍ଡ ମାଧପୁର ବନାଞ୍ଚଳ କିଆକଟା ଜଙ୍ଗଲରୁ ଦନ୍ତାହାତୀର ମୃତଦେହ ଠାବ ହୋଇଛି।

ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes