କିଛି ସମୟରେ ବାତ୍ୟାର ରୂପ ନେବ ଅବପାତ

ଗଭୀର ଅବପାତ ସକ୍ରିୟ ହେଉଥିବା ବେଳେ କିଛି ସମୟରେ ବାତ୍ୟାର ରୂପ ନେବାର ସମ୍ଭାବନା ଅଛି ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି।

ଏବେ ପୁରୀ ଠାରୁ ଦକ୍ଷିଣ ଦକ୍ଷିଣ -ପୂର୍ବ ଦିଗରେ ୧୧୦୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ବର୍ତମାନ ଏହା ଘଣ୍ଟା ପ୍ରତି ୧୩ କମି ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes