କିରେଇରେ ୭.୮ ଡ଼ିଗ୍ରୀ ରାତ୍ରି ତାପମାତ୍ରା ରେକର୍ଡ

କନ୍ଧମାଳ ଜିଲ୍ଲା କିରେଇରେ ୭.୮ ଡ଼ିଗ୍ରୀ ରାତ୍ରି ତାପମାତ୍ରା ରେକର୍ଡ ହୋଇଥିବା ବେଳେ କୋରାପୁଟରେ ୮.୫ ଡିଗ୍ରୀ ରାତ୍ରି ତାପମାତ୍ରା ରେକର୍ଡ ହୋଇଛି।

ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes