କୁଆଖାଇରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ବରିମୁଣ୍ଡ ନିକଟ କୁଆଖାଇରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୁଲିସ।

ପୁଲିସ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes