କୁରଢିହାରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଉଦଘାଟନ

ବାଲେଶ୍ଵର ସଦର ବ୍ଲକ କୁରାଢିହା ପଞ୍ଚାୟତରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଛି।

ମୁଖ୍ୟ ଅତିଥି ଭାବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଯୋଗ ଦେଇ ଏହାକୁ ଉଦଘାଟନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes