କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ପ୍ରତିରୋପଣ ଶିବିର ଅନୁଷ୍ଠିତ

ବୌଦ୍ଧ ସଦର ଟାଉନ ହଲ ଠାରେ ଜିଲ୍ଲା ପ୍ରଶାସନ ଓ ସାମାଜିକ ସୁରକ୍ଷା ଭିନ୍ନକ୍ଷମ ବିଭାଗ ପକ୍ଷରୁ ଆଜି କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ପ୍ରତିରୋପଣ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏଥିରେ ୫୭ ଜଣ ନାମ ପଞ୍ଜିକରଣ କରି ଶିବିରରେ ଅଂଶଗ୍ରହଣ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes